• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।

Libra

ତୁଳା

Wednesday 19 Mar 2025

ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ରାଜନୀତିରେ ସଫଳତା ପାଇପାରନ୍ତି । ସରକାରୀ ସଂସ୍ଥା କାମରେ ସହଯୋଗ କରିପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ନୂତନ ଭାବେ ଆରମ୍ଭ କରୁଥିବା କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।  ଘରେ ଅତିଥିମାନଙ୍କ ସେବା କରି ଆନନ୍ଦିତ ଅନୁଭବ କରିବେ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ ।  ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।