ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।
ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ ହେବେ । ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଛାତ୍ରଛାତ୍ରୀ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ସମ୍ପତ୍ତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ ।
ପ୍ରତିକାର– ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।