ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।
ପ୍ରେମ ସମ୍ପର୍କ ମଧୁର ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ପଢାରେ ଅଧିକ ସମୟ ବିତାଇବେ ।
ପ୍ରତିକାର - ମା' ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ପ୍ରେମିକା, ପ୍ରେମିକମାନଙ୍କ ପୂର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀମାନେ ପଢାରେ ଅନ୍ୟସମସ୍କ ରହିବେ । ସମ୍ପତ୍ତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖାଦେଇପାରେ ।ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତା ରହିବ ।