• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Aries

ମେଷ

Friday 19 May 2023

ଅଶ୍ୱନୀ– କାର୍ଯ୍ୟକ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନମାନଙ୍କ ଠାରେ ପ୍ରିୟଭାଜନ ହେବେ

ଦ୍ୱିଜା– ଲେଖାପଢାରେ ମାନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ । ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି ।

କୃତିକା– ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :