• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Taurus

ବୃଷ

Friday 19 May 2023

କୃତିକା - ଜଣେ ବାଲ୍ୟ ବନ୍ଧୁଙ୍କ ସାହାଯ୍ୟରେ ଦୀର୍ଘ ଦିନର ଆଶା ପୂରଣ ହେବ । ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ ।

ରୋହିଣୀ– ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜୀବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।

ମୃଗଶିରା – ମାଲିମୋକଦ୍ଧମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :