• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Aquarius

କୁମ୍ଭ

Friday 19 May 2023

ଧନିଷ୍ଠା– ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି ।

ଶତଭିଷା– କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ । ବିଦ୍ୟାର୍ଥୀମାନେ ଏକାଗ୍ରତା ରକ୍ଷା କରିବେ ।

ପୂ , ଭାଦ୍ରପଦ – ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳାମାନଙ୍କର ଗୁରୁଜନମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :