• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Leo

ସିଂହ

Friday 19 May 2023

ମଘା –ପରିବାରରେ ସୁଖଶାନ୍ତି ଫେରିଆସିବ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।

ପୂ , ଫାଲଗୁନୀ- କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜିପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।

ଉ ,ଫାଲଗୁନୀ – ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳାମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।

ପ୍ରତିକାର – ମାଙ୍କଡକୁ କିଛି ଫଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :