• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Scorpio

ବିଛା

Friday 19 May 2023

ବିଶାଖା- ଶରୀର ଭଲ ରହିବା ସହିତ ବାନ୍ଧବୀଙ୍କର ସହିତ ଦେଖାହେଇ ପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚାକିରିରେ କୌଶଳକ୍ରମେ ନିଜର ସ୍ଥିତି ସୁଦଢୃ କରିବେ ।

ଅନୁରାଧା – ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇପାରନ୍ତି । ଛାତ୍ରଛତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ । ପ୍ରେମ ସମ୍ପର୍କ ମଜବୁତ ରହିବ ।

ଜ୍ୟେଷ୍ଠା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟରେ ଆସିପାରେ । ମହିଳାମାନେ ଆଭୂଷଣ ପ୍ରିୟ ହେବେ । ଚୟନ ଭୂମିକୁକ୍ରୟ କରିବେ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ ।

ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :