• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Sagittarius

ଧନୁ

Friday 19 May 2023

ମୂଳା – ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ପୂ , ଷାଢା- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।

ଉ , ଷାଢା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇପାରନ୍ତି । ଅନ୍ୟ ମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର- ହଳଦିଆ ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :