• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th May 2023: ଏହି ରାଶିର ବ୍ୟକ୍ତିଙ୍କ ଦୀର୍ଘ ଦିନର ଆଶା ପୂରଣ ହେବ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବୃଷ, ତିଥି – ଅମାବାସ୍ୟା ରାତ୍ରି ୦୯.୨୩ ଗତେ ପ୍ରତିପଦ , ଘାତ ଚନ୍ଦ୍ର – ମେଷ ଦିବା ୦୧.୩୫ ଗତେ ବିଛା, ଘାତ ବାର – ବିଛା, ଧନୁ ଓ ମୀନ, ପୁଷ୍କର ଦୋଷ – ପ୍ରାତଃ ୦୭.୨୯ ଗତେ ୧ ପାଦ- କୁଟୁମ୍ଭହାନୀ- ତିଳକାଞ୍ଜନ ଦାନ

Capricorn

ମକର

Friday 19 May 2023

ଉ , ଷାଢା - ଶାରିରୀକ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଶ୍ରବଣା – ରାଜନୀତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।

ଧନିଷ୍ଠା – ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ଶନିଙ୍କ ମା’ଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :