ସୌର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୯ ତାରିଖ ରବିବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୧୧ଶୀ ଦିବା ୦୧.୫୦ ଗତେ ୧୨ଶୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୧.୫୦ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।
ବିଶାଖା-ପୂର୍ବ ସମୟ ଠାରୁ ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ କିନ୍ତୁ ଗୁରୁଜନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାକରି ପାରନ୍ତି । ଅଧାରୁ ଛାଡିଦେଇଥିବା ବ୍ୟବସାୟକୁ ପୁନର୍ବାର ଆରମ୍ଭ କରିବେ । ପିତା.ମାତାଙ୍କ ଆଶୀର୍ବାଦ ସହ ଆପଣ ସବୁ କାର୍ୟ୍ୟ ସମ୍ପନ୍ନ କରିବେ।
ଅନୁରାଧା- ବୈବାହିକ ଜୀବନରେ ଧୀରେ ଧୀରେ ଉନ୍ନତି ଆରମ୍ଭ ହେବ । ରାଜନୀତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ଦଳ ମଧ୍ୟରେ ଗୁରୁତ୍ୱ ବୃଦ୍ଧି ହେବ । ଭଲ ଖବରକୁ ଦୃଷ୍ଟିରେ ରଖି ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରିବେ ।
ଜ୍ୟେଷ୍ଠା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ। ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ।
ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯