• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Taurus

ବୃଷ

Saturday 19 Nov 2022

କୃତିକା - ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ନିଜର ମନ ଅନୁଯାୟୀ କର୍ମ କରିବେ

ରୋହିଣୀ – ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ

ମୃଗଶିରା – ଜମି , ଦଲାଲ୍‌ଙ୍କୁ ଯଥେଷ୍ଟ ଲାଭ ମିଳିବ । ମହିଳା ମାନେ ଆତ୍ମ ସମ୍ମାନ ବଜାୟ ରଖିବେ

ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :