• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Aquarius

କୁମ୍ଭ

Saturday 19 Nov 2022

ଧନିଷ୍ଠା – ପ୍ରେମ ସମ୍ବନ୍ଧ ଗଭୀର ହେବ । ବରମ୍ବାର ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ବ୍ୟବସାୟ କାମରେ ଦୂର ଜାଗାକୁ ଯିବେ

ଶତଭିଷା – ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପ୍ରତିଯୋଗୀ ପରିକ୍ଷାରେ ସଫଳତା ଦିଗରେ ଆଗକୁ ବଢିବ । ନୂଆ ବ୍ୟବସାୟ ଆରମ୍ଭ କରିବେ

ପୂ , ଭାଦ୍ରପଦ – ସନ୍ଦେହ ଓ ଭୁଲ ବୁଝାବଣାରୁ ପାରିବାରିକ କଳହ ସୃଷ୍ଟି ହୋଇପାରେ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି

ପ୍ରତିକାର – କଳା ରାଶିକୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :