• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Pisces

ମୀନ

Saturday 19 Nov 2022

ପୂ , ଭାଦ୍ରପଦ - ଶାରୀରିକ ଉନ୍ନତି ଘଟିବ । ଅଫିସ୍‌ରେ ସହକର୍ମୀଙ୍କ ସହିତ ବନ୍ଧୁତା ହୋଇପାରେ । ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ ।

ଉ , ଭଦ୍ରପଦ - ରାଜନୀତିରେ କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ । ଛାତ୍ରଛାତ୍ରି ମାନେ ପରିକ୍ଷାରେ ବହୁତ ଭଲ ରହିବେ

ରେବତୀ – ଆଇନ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ମହିଳା ମାନେ ଭୁଲ କାର୍ଯ୍ୟ କରି ଅପମାନିତ ହୋଇପାରନ୍ତି

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ପରିଧାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :