• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Gemini

ମିଥୁନ

Saturday 19 Nov 2022

ମୃଗଶିରା - ଶାରିରୀକ ପିଡା ସହ ଦୁଶ୍ଚିନ୍ତା ଦୂର ହେବ । ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ । ଆତ୍ମୀୟ ସୂଜନଙ୍କ ସହ ମିଳନ ହୋଇପାରେ ।

ଆଦ୍ରା - ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । କର୍ମ କ୍ଷେତ୍ର ଆପଣଙ୍କ ପାଇଁ ସର୍ବୋତମ ପରିସର ।

ପୁନର୍ବସୁ - ପୂର୍ବରୁ କରିଥିବା ଋଣ ପରିଶୋଧ । ମହିଳା ମାନେ ପରିବାରରେ ଉତ୍କଷ୍ଟ ମନୋଭାବ ଜାଗ୍ରତ କରିବେ ।

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :