• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Cancer

କର୍କଟ

Saturday 19 Nov 2022

ପୁନର୍ବସୁ - ଦୁଃଖ କ୍ଲେଶ ଅବସାନ ହେବ । ବନ୍ଧୁ ସହଯୋଗରେ ଉନ୍ନତି କରିବେ । କର୍ମ କ୍ଷେତ୍ରରେ ନୂତନ ନିଯୁକ୍ତିର ସୂଚନା ମିଳିବ ।

ପୁଷ୍ୟା – ରାଜନୀତି ସଙ୍ଗଠନ ସୁଦୃଢ ହେବ । ବ୍ୟବସାୟରେ ଭାଗ୍ୟୋଦୟ ହୋଇପାରେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ ।

ଅଶ୍ଳେଷା – କୋର୍ଟ ମାମଲାରେ ବିଜୟ ଲାଭ କରିବେ । ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ ।

ପ୍ରତିକାର – ମାଆ ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :