• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Virgo

କନ୍ୟା

Saturday 19 Nov 2022

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟ , ବାଣିଜ୍ୟରେ କ୍ଷତି ତଥା ଅଜଥା ବ୍ୟୟ କରିବାକୁ ପଡିବ ।

ହସ୍ତା – କର୍ମଜୀବି ମାନେ କର୍ମପ୍ରବଣତା ଦେଖାଇବେ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶିକ୍ଷାର୍ଥୀ କୈାଣସି ବିଷୟକୁ ନେଇ ରୁଚି ବଢିବ ।

ଚିତ୍ରା – ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :