• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Libra

ତୁଳା

Saturday 19 Nov 2022

ଚିତ୍ରା – ମନବଳ ଦୃଢ ରହିବ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ । ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ ।

ସ୍ୱାତୀ – କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ

ବିଶାଖା – ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ପ୍ରତିକାର – ଦେବୀ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :