• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Scorpio

ବିଛା

Saturday 19 Nov 2022

ବିଶାଖା – ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । କର୍ମ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରଖି କୃତକାର୍ଯ୍ୟ ହେବେ

ଅନୁରାଧା – ରାଜନୈତିକତା ନିଶ୍ଚିନ୍ତତା ଅନୁଭବ କରିବେ । ଲୁଗା ବ୍ୟବସାୟୀ ସତର୍କ ରୁହନ୍ତୁ । ପିଲାଙ୍କ ସଫଳତାରୁ ଆପଣଙ୍କୁ ଗର୍ବ ଅନୁଭବ ହେବ

ଜ୍ୟେଷ୍ଠା – ବାଦ, ବିବାଦ ଦୂର ହୋଇଯିବ । ମହିଳା ମାନେ ସୁଆଦିଆ ଖାଦ୍ୟ ଭୋଜନ କରିବାର ସୁଯୋଗ ପାଇପାରନ୍ତି

ପ୍ରତିକାର- ବଗଳା ମୂଖିଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :