• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2022 :ଏହି ରାଶିର ବ୍ୟକ୍ତି ଆଜି ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଅହୋରାତ୍ର ତିଥି- ୧୦ମୀ ଦିବା ୧୦/୩୦ ଗତେ ୧୧ଶୀ ଘାତ ଚନ୍ଦ୍ର- ବୃଷ ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ୧ ତିଳକାଞନ ଦାନ ରାତ୍ରି ୧୨/୧୨ ଗତେ ୧ ପାଦ

Capricorn

ମକର

Saturday 19 Nov 2022

ଉ , ଷାଢା - ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଗୋପନୀୟ କାର୍ଯ୍ୟ ନିର୍ବାହ କରି ଉଦ୍ୱିଘ୍ନ ହେବେ ।

ଶ୍ରବଣା –ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ଧନିଷ୍ଠା – ପ୍ରତିବାଦର ସାମନା କରିବାକୁ ପଡିପାରେ । ସନ୍ତାନଙ୍କ ସଫଳତା ଦେଖି ମହିଳା ଖୁସି ଅନୁଭବ କରିବେ

ପ୍ରତିକାର – ସୂର୍ଯ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :