• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aries

ମେଷ

Sunday 19 Nov 2023

ଅଶ୍ୱନୀ- ପରସ୍ପର ପ୍ରତି ଥିବା ପ୍ରେମ ଭାବନା ବଢିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।

ଦ୍ୱିଜା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଜୀବନସାଥୀ ପରସ୍ପର ପ୍ରତି ଦାୟିତ୍ୱବାନ୍ ରହିବେ । ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ ।

କୃତିକା- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ ।

ପ୍ରତିକାର - କେସରର ତିଲକ କପାଳରେ ଲଗାନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :