• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Taurus

ବୃଷ

Sunday 19 Nov 2023

କୃତିକା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ଶିଶୁ ସମ୍ବନ୍ଧୀୟ ସମସ୍ତ ଚିନ୍ତାରୁ ମୁକ୍ତ ହେବେ ।

ରୋହିଣୀ- ପ୍ରତିଯୋଗୀ ବ୍ୟପାରୀଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ ।

ମୃଗଶିରା- ପୂଜା ପାଠରେ ଅଧିକ ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରିପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି ।

ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :