• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Aquarius

କୁମ୍ଭ

Sunday 19 Nov 2023

ଧନିଷ୍ଠା- ପେଟରେ ସାମାନ୍ୟ କଷ୍ଟ ଅନୁଭବ କରିବେ । କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ବନ୍ଧୁମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ ।

ଶତଭିଷା- କାହାକୁ କୈାଣସି କଥା ବୁଝାଇବାରେ ଭୁଲ ହୋଇପାରେ । ସାମାଜିକ କାର୍ଯ୍ୟକୁ ଯିବା ପାଇଁ ଭଲ ଅବସର ମିଳିବେ । ରାଜନେତାଙ୍କର ସମାଜରେ ଆଦର ବଢିବ । ପାଠପଢ଼ାରେ ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ ।

ପୂ,ଭାଦ୍ରପଦ- ଅଫିସ୍‌ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ମହିଳା ମାନେ ବନ୍ଧୁପରିଜନଙ୍କ ପ୍ରିୟପାତ୍ର ହେବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :