• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Pisces

ମୀନ

Sunday 19 Nov 2023

ପୂ,ଭାଦ୍ରପଦ- କୌଣସି ଖବର ପାଇ ମନ ଅସ୍ଥିର ହୋଇପାରେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ଉ,ଭାଦ୍ରପଦ- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ ।

ରେବତୀ- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ନୂଆ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :