• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Gemini

ମିଥୁନ

Sunday 19 Nov 2023

ମୃଗଶିରା- ସ୍ୱାସ୍ଥ୍ୟ ସମସ୍ୟା ଅନେକାଂଶରେ କମ୍ ରହିବ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ । ଅଫିସ୍‌ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ ।

ଆଦ୍ରା- ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଆପଣଙ୍କ ଜୀବନ ସାଥୀଙ୍କ ସହିତ ସମ୍ପର୍କ ମଧୁର ରହିବ ।

ପୁନର୍ବସୁ- ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି । ସମ୍ମାନିତ ଲୋକଙ୍କ ସହ ମିଶିବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :