• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Cancer

କର୍କଟ

Sunday 19 Nov 2023

ପୁନର୍ବସୁ- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ ।

ପୁଷ୍ୟା- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରୀ ପଢ଼ାରେ ଆଗେଇବା ପାଇଁ ଚେଷ୍ଟା କରିବେ ।

ଅଶ୍ଲେଷା- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । ଜମିବାଡ଼ିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :