• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Leo

ସିଂହ

Sunday 19 Nov 2023

ମଘା- କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସମସ୍ୟା ନିରାକରଣ ପାଇଁ ଚେଷ୍ଟିତ ହେବେ ।

ପୂ,ଫାଲଗୁନି- ଛାତ୍ରଛାତ୍ରୀଙ୍କର ପାଠ ପଢାରେ ମନ ଲାଗିବ । ଘର ସଜାଇବାରେ ଧ୍ୟାନ ଦେବେ । ଆପଣ ନିଜ ସାଥୀଙ୍କ ଭାବନାକୁ ବୁଝିବେ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ଉ,ଫାଲଗୁନି- ଅଫିସ୍‌ରେ ତଳିଆ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବେ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :