• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Virgo

କନ୍ୟା

Sunday 19 Nov 2023

ଉ,ଫଳଗୁନି- ଜୀବନସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ ।

ହସ୍ତା- ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖାଦେଇପାରେ ।

ଚିତ୍ରା- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର - ସକାଳୁ କୁକୁର,କାଉକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :