• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Libra

ତୁଳା

Sunday 19 Nov 2023

ଚିତ୍ରା- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । ଜୀବନ ସାଥିଙ୍କ ସହିତ ସାମଞ୍ଜସ୍ୟ ବଜାୟ ରହିବ ।

ସ୍ୱାତୀ- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘରୋଇ କଂପାନୀରେ ଚାକିରି ମିଳିପାରେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ରାଜନିତିରେ ସତ୍ୟବାଦି ହେବେ ।

ବିଶାଖା- ବେପାରରେ ଯୋଜନା ବଦ୍ଧ ରୂପେ କାମ କରିବେ । ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ଜମିବାଡି ସମ୍ବନ୍ଧୀୟ ମତାନ୍ତର ସୃଷ୍ଟି ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :