• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Scorpio

ବିଛା

Sunday 19 Nov 2023

ବିଶାଖା- ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । କୌଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ଅନୁରାଧା- ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଜ୍ୟେଷ୍ଠା- ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :