• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Sagittarius

ଧନୁ

Sunday 19 Nov 2023

ମୂଳା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଲାଗିରହିଥିବା ମତାନ୍ତର ଦୂର ହୋଇଯିବ । ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ପୂ,ଷାଢା- ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ । ବିଦ୍ୟାର୍ଥୀମାନେ ପଢାପଢ଼ିରେ ଓ ପରିକ୍ଷାରେ କୃତକାର୍ଯ୍ୟ ହେବେ ।

ଉ,ଷାଢା- ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ମହିଳା ମାନେ ଧୈର୍ଯ୍ୟ ଧରି କାମ କରିଲେ କାର୍ଯ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :