• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Nov 2023: ଏହି ରାଶିର ବ୍ୟକ୍ତି ଆବଶ୍ୟକତା ଠାରୁ ଅଧିକ ଧନ ପାଇପାରନ୍ତି..

ସୈାର ବିଛା ମାସ କାର୍ତ୍ତିିକ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ରବିବାର । ଚନ୍ଦ୍ର- ମକର ଅହୋରାତ୍ର, ତିଥି- ୬ଷ୍ଠୀ ପ୍ରାତଃ ୦୭.୨୩ ଗତେ ୭ମୀ, ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର, ଘାତବାର- ମେଷ ରାଶିର, ପୁଷ୍କର ଦୋଷ-  ୧ ପାଦ-କୃଷହାନିି-ଭୂମିଦାନ ପ୍ରାତଃ ୦୭.୨୩ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ

Capricorn

ମକର

Sunday 19 Nov 2023

ଉ,ଷାଢା- ଶରୀରରେ ଆଘାତ ଲାଗିପାରେ । ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।

ଶ୍ରବଣା- ଖାଦ୍ୟ, ପାନୀୟ ପ୍ରତି ସଚେତନ ରୁହନ୍ତୁ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଧନିଷ୍ଠା- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀମାନେ ସମାଜରେ ସମ୍ମାନ ପାଇବେ ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :