• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ଚନ୍ଦ୍ର – କର୍କଟ ଅହୋରାତ୍ରି ତିଥି- ୯ମୀ ଦିବା ୦୨/୧୩ ଗତେ ୧୦ ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Wednesday 19 Oct 2022

ପୂ , ଭାଦ୍ରପଦ - ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ

ଉ , ଭଦ୍ରପଦ -କର୍ମକ୍ଷେତ୍ରରେ କିଛି ନୂଆ ଅଭୀଜ୍ଞତା ହାସଲ କରିବେ । ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ

ରେବତୀ –ସମ୍ପତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତି ନିଅନ୍ତୁ ନାହିଁ । ମହିଳା ମାନଙ୍କର ମାନସିକ ପୀଡା ଦେଖାଦେଇ ପାରେ

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :