• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ଚନ୍ଦ୍ର – କର୍କଟ ଅହୋରାତ୍ରି ତିଥି- ୯ମୀ ଦିବା ୦୨/୧୩ ଗତେ ୧୦ ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Wednesday 19 Oct 2022

ଉ , ଫାଲଗୁନୀ – ମନ ମଧ୍ୟରେ ଉଦବେଗ ବଢିଚାଲିବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ କାମରେ ବିଦେଶକୁ ଯାଇ ପାରନ୍ତି

ହସ୍ତା – ରାଜନୀତିରେ ଆଗକୁ ଯିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । ଘରେ କୈାଣସି ଧାର୍ମିକ କାର୍ଯ୍ୟର ରୂପରେଖ ତିଆରି କରି ପାରନ୍ତି

ଚିତ୍ରା – ବିରୋଧୀ ଆପଣଙ୍କ ଠାରୁ ଦୂରୋତ୍ୱ ବଜାୟ ରହିବେ । ମହିଳା ମାନେ ପ୍ରତିସୃତି ରକ୍ଷା କରିପାରିବେ ନାହିଁ । ପେସାଦାର ବ୍ୟବସାୟୀ ମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :