• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ଚନ୍ଦ୍ର – କର୍କଟ ଅହୋରାତ୍ରି ତିଥି- ୯ମୀ ଦିବା ୦୨/୧୩ ଗତେ ୧୦ ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Wednesday 19 Oct 2022

ଚିତ୍ରା – ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ । ନୂଆ ଲୋକ ମାନଙ୍କ ଠାରୁ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । କାର୍ଯ୍ୟ କ୍ଷେତ୍ରରେ ଅଗ୍ରଗତି ଲାଗି ଦିନଟି ଉତ୍ତମ

ସ୍ୱାତୀ – ଲେଖକଙ୍କ ଲାଗି ଦିନଟି ଭଲ ରହିବ । କାରବାରରେ ଲାଭ ହେବାର ଯୋଗ ରହିଛି । ରାଜନିତିରେ ଅପମାନ ହୋଇପାରନ୍ତି

ବିଶାଖା – କୋର୍ଟ ମାମଲାରେ ଫସି ଅଯଥା ଖର୍ଚ୍ଚ କରିବେ । ମହିଳା ମାନେ କାମରେ ସଫଳତା ଓ ଲାଭ ପାଇବେ

ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :