• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th Oct 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ପାଇବେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ବୁଧବାର ଚନ୍ଦ୍ର – କର୍କଟ ଅହୋରାତ୍ରି ତିଥି- ୯ମୀ ଦିବା ୦୨/୧୩ ଗତେ ୧୦ ମୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Wednesday 19 Oct 2022

ବିଶାଖା –ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ । ଘର ଲୋକଙ୍କ ସାହାଯ୍ୟରେ ଅଧୁରା କାମ ପୂରା କରିବେ । ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ହେବ

ଅନୁରାଧା –ଆପଣଙ୍କୁ ରଚନାତ୍ମକ କାମରୁ ପ୍ରଶଂସା ମିଳିବ । ପ୍ରସାଧନ ଦୋକାନୀଙ୍କୁ ଯଥେଷ୍ଟ ଲାଭ ମିଳିବ

ଜ୍ୟେଷ୍ଠା – ଓକିଲଙ୍କ ଲାଗି ଦିନଟି ଫଳପ୍ରଦ ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :