• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Thursday 19 Oct 2023

ଅଶ୍ୱନୀ- ପୂରାତନ ରୋଗର ପୀଡା ବୃଦ୍ଧି ପାଇବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତ୍ରୁମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ ।

ଦ୍ୱିଜା- ଆର୍ଥିକ ସ୍ୱଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆତ୍ମତ୍ତୃପ୍ତି ଲାଭ କରିବେ । ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି ।

କୃତିକା- ପିଲାମାନେ ଯାନବାହନ କିଣିବା ପାଇଁ ଜିଦ୍ ଧରି ପାରନ୍ତି । ଶତ୍ରୁ ଯେତେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ରାସ୍ତରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର- ସୂର୍ଯ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :