• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Thursday 19 Oct 2023

କୃତିକା- ବ୍ୟବସାୟମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସେଥିରେ ପ୍ରଚୁର ଲାଭ ମିଳିବ । ଜୀବନ ସାଥୀଙ୍କ ସହିତ ଶାନ୍ତି ବାତାବରଣ ସୃଷ୍ଟି କରିବେ । ଶାରୀରିକ ଅସୁସ୍ଥତା ଦୂରେଇ ଯିବ ।

ରୋହିଣୀ- ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତ୍ତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ

ମୃଗଶିରା- ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ ।

ପ୍ରତିକାର- ଦେବୀ ମା’ଙ୍କ ମନ୍ଦିରରେ କିଛି ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :