• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Thursday 19 Oct 2023

ପୂ, ଭାଦ୍ରପଦ- ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ଜାଗା , ଜମି ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ

ଉ, ଭାଦ୍ରପଦ- ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ପ୍ରଶଂସିତ ହୋଇପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀମାନେ ଶିକ୍ଷାରେ ସଫଳତା ଲାଭ କରିବେ ।

ରେବତୀ- ଗୃହ ନିର୍ମାଣ, ପରିବହନ କ୍ଷେତ୍ରରେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି । ସଙ୍ଗୀତ, ନୃତ୍ୟ, କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ପ୍ରତିକାର- ଅଶ୍ୱସ୍ଥ ଗଛ ମୂଳରେ ଘିଅ ବତୀ ଜଳାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :