ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।
ମୃଗଶିରା- ପିତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ । ପରିବହନରେ ଉନ୍ନତି କରି ଋଣମୁକ୍ତ ହେବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ବିତର୍କ ଘଟିପାରେ
ଆଦ୍ରା- ଶିଳ୍ପ, ବାଣିଜ୍ୟ - ବ୍ୟବସାୟରେ ଆଶାନୁରୂପକ ଫଳ ପାଇପାରନ୍ତି । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଆଗକୁ ଯିବେ । ରାଜନୀତିରେ ଉଚ୍ଚ ପଦବୀ ପ୍ରାପ୍ତି ହୋଇପାରେ ।
ପୁନର୍ବସୁ- କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳାମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।
ପ୍ରତିକାର- ନିଜର ଖାଇବାର କିଛି ଅଂଶ ଗାଈକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫