• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Thursday 19 Oct 2023

ପୁନର୍ବସୁ- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ପରିବାର ପ୍ରତି ଆପଣଙ୍କର ଦାୟିତ୍ୱ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇପାରେ ।

ପୁଷ୍ୟା- ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ଅଶ୍ଳେଷା- ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ପାଖ, ପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । କଚେରି ମାମଲା ମନ୍ଥର ହୋଇପାରେ ।

ପ୍ରତିକାର- ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :