• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Thursday 19 Oct 2023

ମଘା- ଗରିବ ଲୋକଙ୍କୁ ଖୁସିମନରେ ଦାନ ଧର୍ମ କଲେ ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ ।

ପୂ- ଫାଲ୍‌ଗୁନୀ- ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ ।

ଉ- ଫାଲ୍‌ଗୁନୀ- ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :