• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Thursday 19 Oct 2023

ଉ- ଫାଲ୍‌ଗୁନୀ- ପାରିବାରିକ ସ୍ଥିରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ ।

ହସ୍ତା- ଆର୍ଥିକ ଓ ପାରିବାରିକ ସ୍ଥିତିରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।

ଚିତ୍ରା- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :