ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।
ବିଶାଖା- କର୍ମ କ୍ଷେତ୍ରରେ ବାଧା ଆସିଲେ ମଧ୍ୟ ସଫଳତା ହାସଲ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେଇ ପାରେ । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । କୈାଶଳ କ୍ରମେ କାର୍ଯ୍ୟସିଦ୍ଧି ହେବ ।
ଅନୁରାଧା- ବାଦବିଦାଦ, ଓ ସାକ୍ଷାତକାରରେ ମନ ଖୁସି ହୋଇଯିବ । ପତିପତ୍ନୀଙ୍କ ମଧ୍ୟରେ ମତାନ୍ତର ଦେଖାଦେବ । ଏକାଧିକ କାମରେ ହାତ ଦେଇ ଅସୁବିଧାରେ ପଡିପାରନ୍ତି ।
ଜ୍ୟୋଷ୍ଠା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ଣ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।
ପ୍ରତିକାର- ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯