• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2023: ଏହି ରାଶିର ବ୍ୟକ୍ତି ରାସ୍ତରେ ଯିବା ସମୟରେ ସତର୍କ ରୁହନ୍ତୁ

ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୯ ତାରିଖ ଗୁରୁବାର । ଚନ୍ଦ୍ର- ବିଛା ରାତ୍ରି ୦୯.୦୨ ଗତେ ଧନୁ । ତିଥି- ୫ମୀ ରାତ୍ରି ୧୨.୩୨ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ରାତ୍ରି ୦୯.୦୨ ଗତେ ତୁଳା ଓ କୁମ୍ଭ । ଘାତବାର- ତୁଳା ଓ କୁମ୍ଭ । ପୁଷ୍କର ଦୋଷ- ନାସ୍ତି ।

Capricorn

ମକର

Thursday 19 Oct 2023

ଉ, ଷାଢା- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ । କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ ।

ଶ୍ରବଣା-ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ ରହିବ । ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।

ଧନିଷ୍ଠା- ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସଫଳତା ହାସଲ କରିବେ ଏବଂ କଚେରି ମାମଲା ସପକ୍ଷରେ ଯିବ । ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ପରକଥାରେ ପଡ଼ି ଭୁଲ ମାର୍ଗର ଅନୁସରଣ କରି ଅନୁତପ୍ତ ହୋଇପାରନ୍ତି

ପ୍ରତିକାର- ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :