• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Aries

ମେଷ

Saturday 19 Oct 2024

ଅଶ୍ୱନୀ- ଚକ୍ଷୁରେ ସାମାନ୍ୟ କଷ୍ଟ ଅନୁଭବ କରିବେ । ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ । ଅନୁଜନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଆଧ୍ୟାତ୍ମିକ ପଥର ପଥିକ ହେବେ ।

ଦ୍ୱିଜା- ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ନିଜ ଉପରକୁ ଝମେଲା ଆସିପାରେ । କର୍ମକ୍ଷେତ୍ରରେ ଟେନସନ୍ କମିଯିବ ଏବଂ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ ।

କୃତିକା- ନିଜର କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ଧର୍ମ କାର୍ଯ୍ୟ ପ୍ରତି ମନ ବଳାଇ ବହୁତ ଶାନ୍ତି ପାଇବେ ।

ପ୍ରତିକାର- ସରସ୍ୱତୀଙ୍କ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :