• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Taurus

ବୃଷ

Saturday 19 Oct 2024

କୃତିକା- ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବ୍ୟବସାୟୀ କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଚିନ୍ତା କରିପାରନ୍ତି । ପ୍ରେମୀ ଯୁଗଳ ମାନେ ପରସ୍ପର ସହିତ ଅଧିକ ସମୟ ବିତାଇବାକୁ ଚେଷ୍ଟା କରିବେ ।

ରୋହିଣୀ- ଆଲୋଚନା କ୍ଷେତ୍ରରେ ସଂଯମତା ଅବଲମ୍ବନ କରନ୍ତୁ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଯୋଜନା କରିପାରନ୍ତି । ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବା ପାଇଁ ପଡିବ ।

ମୃଗଶିରା- ମାଲିମକଦ୍ଦମାର ସ୍ଥିତି ଅନୁକୂଳ ରହିବ । ସାହିତ୍ୟ, କଳା କ୍ଷେତ୍ରରେ ଆଶାନୁରୂପ ଫଳ ପାଇପାରିବେ । ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :