• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Aquarius

କୁମ୍ଭ

Saturday 19 Oct 2024

ଧନିଷ୍ଠା- ମିତ୍ର ମାନଙ୍କ ସହ ସୁ ସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡ଼ିବ । ସହକର୍ମୀ କିମ୍ବା ବନ୍ଧୁଙ୍କ ସହାୟତାରୁ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ ।

ଶତଭିଷା- ରାଜନୀତି କ୍ଷେତ୍ରରେ ଯଶ ମାନ ବୃଦ୍ଧି ହେବ । ଶିକ୍ଷାର୍ଥୀ ମାନେ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଜୟଯୁକ୍ତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।

ପୂ,ଭାଦ୍ରପଦ- ଭୂମି ଲାଭର ଯୋଗ ରହିଛି । ଆନୁଷ୍ଠାନିକ କାମରେ ଖଟଣି ବଢିଯିବ କିନ୍ତୁ ପ୍ରଶଂସା ପାଇବେ । ଗୃହାରମ୍ଭ, ଦୂରଯାତ୍ରା, ଯାନବାହାନ କ୍ରୟ କରି ପାରିବେ ।

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :