• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 19th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା

Pisces

ମୀନ

Saturday 19 Oct 2024

ପୂ, ଭାଦ୍ରପଦ- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ଉ, ଭାଦ୍ରପଦ- ପୁରାତନ ରୋଗରୁ ଉପଶମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ ।

ରେବତୀ- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :