ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୯ ତାରିଖ ଶନିବାର ଚନ୍ଦ୍ର- ମେଷ ଦିବା ୦୪.୧୦ ଗତେ ବୃଷ ତିଥି- ୨ୟା ଦିବା ୦୯.୪୯ ଗତେ ୩ୟା
ମୃଗଶିରା- ଯେମିତି ବିଚାର କରିଛନ୍ତି ସେହିପରି କାମ କରିଚାଲନ୍ତୁ ଆଶା ନିଶ୍ଚିତ ପୂରଣ ହୋଇପାରିବ । ସ୍ୱାସ୍ଥ୍ୟ ସମସ୍ୟା କେତେକାଂଶରେ ପ୍ରଗତିର ପଥରୋଧ କରିବ । ଆଗାମୀ ସମୟର କେତେକ ଅଧୁରା କାମକୁ ସୁଧାରି ନେବାର ଚେଷ୍ଟା କରିବେ ।
ଆଦ୍ରା- ସାମାଜିକ ସ୍ତରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ସାନ୍ନିଧ୍ୟ ଲାଭକରି ଖୁସି ହେବେ । ସାମୟିକ ଭାବରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଛାତ୍ରଛାତ୍ରୀ ମାନଙ୍କୁ ବିଦେଶ ଯାତ୍ରାର ସୁଯୋଗ ମିଳିବ ।
ପୁନର୍ବସୁ- ଜନ କଲ୍ୟାଣରେ ନିଜକୁ ନିୟୋଜିତ କରିଥିବାରୁ ସରକାରୀ ଓ ଦାନ ସୂତ୍ରରୁ ଆର୍ଥୀକ ଅନୁଦାନ ପାଇପାରନ୍ତି । ପାରିବାରିକ ସ୍ନେହ ମିଳିପାରେ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ ।
ପ୍ରତିକାର- ଗଜେନ୍ଦ୍ର ମୋକ୍ଷ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫